Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପିଏମ କିଶାନ ଯୋଜନାରେ ୯ ଅଗଷ୍ଟକୁ ଆସିବ ପରବର୍ତ୍ତି କିସ୍ତି

ନୂଆଦିଲ୍ଲୀ: ଦୀର୍ଘ ସମୟ ଧରି ପିଏମ କିଶାନ କିସ୍ତିକୁ ଅପେକ୍ଷା କରିଥିବା ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ କିଶାନ ଯୋଜନାରେ ପରବର୍ତ୍ତୀ କିସ୍ତି ଆସନ୍ତା ୯ ତାରିଖରେ ଚାଷୀଭାଇଙ୍କ ଖାତାରେ ଜମା ହେବ । ତେବେ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୫ ତାରିଖରେ ଉତ୍ତରପ୍ରଦେଶର ଚାଷୀ ଭାଇଙ୍କ ଖାତାରେ ଜମା ହେବାକୁ ଥିବା ବେଳେ ମଧ୍ୟପ୍ରଦେଶ ଚାଷୀ ଭାଇଙ୍କ ଖାତାରେ ୭ ତାରିଖରେ ଜମା ହେବ। ସେହିପରି ୯ ତାରିଖରେ ଦେଶର ଅନ୍ୟରାଜ୍ୟର ଚାଷୀଭାଇଙ୍କ ନିକଟକୁ କିସ୍ତି ଯିବ । ଏହି ଯୋଜନା ଅନ୍ତର୍ଗତ ଏହା ନବମ କିସ୍ତି ହେବ। ବର୍ତ୍ତମାନ ସୁଦ୍ଧା ୮ଟି କିସ୍ତିରେ ୧୬ ହଜାର ଟଙ୍କା ଦେଶର ଚାଷୀଙ୍କ ଖାତାରେ ଜମା ହୋଇ ସାରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top