Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଟପିଲା ୧୦ ଲକ୍ଷ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର):) ରାଜ୍ୟରେ ୧୦ ଲକ୍ଷ ଟପିଲା କରୋନା ସଂକ୍ରମଣଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୯୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ହଜାରେ ତଳେ କରୋନା ଦୈନିକ ସଂକ୍ରମଣ ସଂଖ୍ୟା। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୬ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୩୫୨, କଟକରୁ ଚିହ୍ନଟ ହୋଇଛନ୍ତି ୮୮ ନୂଆ ଆକ୍ରାନ୍ତ ।
୨୪ ଘଣ୍ଟାରେ ୭୧ ହଜାର ୨୬୪ କୋଭିଡ୍ ଟେଷ୍ଟିଂ ହୋଇଛି । ପଜିଟିଭ ହାର ରହିଛି ୧.୨୭ ପ୍ରତିଶତ । ରାଜ୍ୟରେ ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏବେ ଆକ୍ଟିଭ୍ କେସ୍ ରହିଛି ୯ ହଜାର ୪୯୭ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top