Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ପ୍ରକ୍ରିୟା

ଭୁବନେଶ୍ବର (ଓଡ଼ିଶା ୱେୟାର) :ପଞ୍ଚାୟତ ନିର୍ବାଚନ ଲାଗି ପଛୁଆ ବର୍ଗଙ୍କ ସଂରକ୍ଷଣ ନେଇ ଅକ୍‌ଟୋବର ୮ ତାରିଖରୁ ଆରମ୍ଭ ହୋଇଥିବା ପ୍ରକ୍ରିୟା ଶେଷ ହୋଇଛି। ୱାର୍ଡସଭ୍ୟ, ସଭ୍ୟା, ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟଙ୍କ ଚୂଡାନ୍ତ ତାଲିକା ପ୍ରଦାନ ସରିଛି। ଆଜି ଜିଲ୍ଲାପାଳମାନେ ଜିଲ୍ଲାପରିଷଦ ସଭାପତିଙ୍କ ଚୂଡାନ୍ତ ତାଲିକା ପ୍ରଦାନ କରିବେ। ୩୦ରେ ବାଜିବ ସରକାରୀ ମୋହର।
ଏହାପରେ ସରକାରଙ୍କ ପକ୍ଷରୁ ନିର୍ବାଚନ ଆୟୋଗଙ୍କୁ ଅବଗତ କରାଯିବ। ପରେ ନିର୍ଚାଚନ ତାରିଖ ଘୋଷଣା ହେବ। ୨୦୨୨ ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ କରାଯିବ। ଏଥର ଇଭିଏମ୍‌ ମେସିନ୍‌ ବଦଳରେ ବାଲାଟ ପେପରରେ ୩ ଦିନ ଧରି ମତଦାନ ହେବ। ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ଡକାଯିବ ବୋଲି ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ପ୍ରଥମେ ୱାର୍ଡସଭ୍ୟଙ୍କ ଭୋଟଗଣତି ହେବ। ପରେ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଥିବା ଭୋଟର ଗଣନା କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top