Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭାରତ- ଶ୍ରୀଲଙ୍କା ଦ୍ଵିତୀୟ ଟି- ଟ୍ୱେଣ୍ଟି ମ୍ୟାଚ ସ୍ଥଗିତ

ନୂଆଦିଲ୍ଲୀ: ଆଜି ଅନୁଷ୍ଠିତ ହେବାକୁ ଥିବା ଭାରତ- ଶ୍ରୀଲଙ୍କା ଦ୍ଵିତୀୟ ଟି- ଟ୍ୱେଣ୍ଟି ମ୍ୟାଚକୁ ସ୍ଥଗିତ ରଖାଯାଇଛି । ଭାରତୀୟ ଟିମର ଅଲରାଉଣ୍ଡର ଖେଳାଳି କୁନାଲ ପାଣ୍ଡ୍ୟା ପଜିଟିଭ ଚିହ୍ନଟ ହେବା ପରେ ଆଜିର ମ୍ୟାଚକୁ ଘୁଞ୍ଚାଇ ଦିଆଯାଇଥିବା ସୂଚନା ମିଳିଛି । ଉଭୟ ଦଳର ଖେଳାଳିଙ୍କୁ ଆଇସୋଲେସନରେ ରଖାଯାଇଛି । ଭାରତୀୟ ଦଳର ଖେଳାଳି ଏବେ ଶ୍ରୀଲଙ୍କା ଗ୍ରସ୍ତରେ ଥିବାବେଳେ କୄନାଲଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି ।
ମିଳିଥିବା ସୂଚନା ଅନୁଯାୟୀ ଯେଉଁମାନେ କୃନାଲଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କ ଟେଷ୍ଟିଙ୍ଗ କରାଯିବ । ଦିନକ ପାଇଁ ମ୍ୟାଚକୁ ସସପେଣ୍ଡ କରିଦିଆଯାଇଥିବା ବେଳେ ଆସନ୍ତାକାଲି ମ୍ୟାଚ୍ ହେବ କି ନାହିଁ, ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ଯଦି ସବୁ ଖେଳାଳିଙ୍କ ରିପୋର୍ଟ ନେଭେଟିଗ୍ ଆସେ, ତାହେଲେ ଆସନ୍ତା କାଲି ମ୍ୟାଚ୍ ହୋଇପାରେ । ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାକୁ ଥିବା ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜକୁ ୨-୧ରେ ଜିତିବା ପରେ ଭାରତ ଟି-୨୦ ସିରିଜରେ ୧-୦ରେ ଆଗୁଆ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top