Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଲଟି ପଡ଼ିଲା ଭ୍ୟାନ୍‌: ୮ ଜଣ ଗୁରୁତର

ମୋହନା (ଓଡ଼ିଶା ୱେୟାର) : : ଗଜପତି ଜିଲ୍ଲା ଆର.ଉଦୟଗିରି ଗୁଆର ଗାଁ ନିକଟ ଏକ ଘାଟିରେ ଆଜି ଏକ ଭ୍ୟାନ୍‌ ଓଲଟି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ୮ ଜଣଙ୍କ ମଧ୍ୟରୁ ୨ ଜଣ ଶିଶୁ ଥିବା ସୂଚନା ମିଳିଛି। ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ଗୁରୁତରମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ମୃତକ ହେଲେ ନୂଆଗଡ଼ ବ୍ଲକ ରେବିଡ଼ି ଗାଁର ତିରିସମଣି ରଉତ । ୨୦ ଯାତ୍ରୀଙ୍କୁ ନେଇ ରେବିଡ଼ିରୁ ନୂଆଗଡ଼ ଅଭିମୁଖେ ଆଜି ଭ୍ୟାନ୍‌ଟି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଭ୍ୟାନ୍‌ଟି ଘାଟିରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ସମେତ ପୁଲିସ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲା। ଏହାପରେ ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଆର. ଉଦୟଗିରି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top