Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହାଡଭଙ୍ଗା ଶୀତରେ ଥରିବ ସାରା ଓଡିଶା !

ଭୁବନେଶ୍ୱର (ଓଡ଼ିଶା ୱେୟାର) : ଆଜି ରାତିରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ଶୀତ । ଉପକୂଳରେ ଆସନ୍ତା ୨୬ତାରିଖରୁ ଶୀତ ବଢିବ । ଆଭ୍ୟନ୍ତରୀଣ ଉତ୍ତର, ପଶ୍ଚିମ, ଦକ୍ଷିଣ-ପଶ୍ଚିମ ଓଡିଶାରେ ଆଜିଠାରୁ ୨୬ ତାରିଖ ରାତି ଯାଏ ସର୍ବନିମ୍ନ ତାପମାତ୍ରା ୫ରୁ ୬ଡିଗ୍ରୀ ସେଲସିୟସ୍‌ କମିପାରେ । ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ଆସନ୍ତା ୨୬ରୁ ୨୮ ତାରିଖ ଭିତରେ ରାତି ତାପମାତ୍ରା ୬ଡିଗ୍ରୀ ସେଲସିୟସ୍‌ କମିଯିବ ।

ତେବେ ଆସନ୍ତା ୨୮ ତାରିଖରେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହୋଇପାରେ । ସେପଟେ ଗତକାଲି ଦାରିଙ୍ଗିବାଡ଼ିରେ ପାରଦ ୧୫ଡିଗ୍ରୀକୁ ଖସିଆସିଥିଲା । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୯ଡିଗ୍ରୀ, ବୌଦ୍ଧରେ ୨୦, ଟିଟିଲାଗଡ଼ରେ ୨୦.୩ ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top