Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୪ ଦଶନ୍ଧି ପରେ ସେମିରେ ମହିଳା ହକି ଦଳ

ନୂଆଦିଲ୍ଲୀ: ପ୍ରାୟ ୪ ଦଶନ୍ଧିର ଅପେକ୍ଷା ପରେ ଅଲିମ୍ପିକରେ ଇତିହାସ ରଚିଛି ଭାରତୀୟ ହକି ଦଳ । ଟୋକିଓ ଅଲିମ୍ପିକରେ କ୍ବାର୍ଟର ଫାଇନାଲ ମୁକାବିଲାରେ ଐତିହାସିକ ବିଜୟ ହାସଲ କରି ସେମିଫାଇନାରେ ପ୍ରବେଶ କରିଛି ଦଳ। କ୍ବାର୍ଟର ଫାଇନାଲ ମ୍ୟାଚରେ ଭାରତୀୟ ମହିଳା ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଏହି ଐତିହାସିକ ବିଜୟ ହାସଲ କରିଛି ।
ଖେଳାଯାଇଥିବା ମ୍ୟାଚରେ ଭାରତର ଗୁରଜିତ କୌର ଏକମାତ୍ର ଗୋଲ କରିଥିଲେ । ମାତ୍ର ଭାରତୀୟ ଦଳର ଏହି କଡ଼ା ରଣନୀତି ଆଗରେ ଶକ୍ତିଶାଳୀ ଅଷ୍ଟ୍ରେଲିଆ ଦଳ ବେଶ ଚାପରେ ରହିଥିଲା । ଫଳରେ ଏହି ଗୋଲକୁ ପରିଶୋଧ କରିବାରେ ବିଫଳ ହୋଇଥିଲା କଂଗାରୁ ଦଳ ।
ଖେଳ ଆରମ୍ଭରୁ ହିଁ ଭାରତୀୟ ଦଳ ଅଷ୍ଟ୍ରେଲିଆ ଉପରେ ଭାରି ପଡ଼ିଥିଲେ । ଆରମ୍ଭରୁ ଭାରତୀୟ ଦଳର ଆକ୍ରମଣାତ୍ମକ ପ୍ରଦର୍ଶନ ଫଳରେ ଅଷ୍ଟ୍ରେଲିଆ ଚାପରେ ରହିଥିଲା । ଫଳରେ ଗୋଲ କରିବାକୁ ପ୍ରୟାସ ଜାରି ରଖିଥିବା ଅଷ୍ଟ୍ରେଲିଆ ଦଳ ଖେଳ ଶେଷ ପର‌୍ୟ୍ୟନ୍ତ ନିରାଶ ହୋଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top