Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦେବଭୂମି ଉପରେ ପ୍ରକୃତିର କୋପ

ଉତ୍ତରାଖଣ୍ଡ: ଦେବଭୂମି ଉପରେ ପ୍ରକୃତିର କୋପ। ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ବନ୍ୟା, ଭୂସ୍ଖଳନ ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ୫୦ ଟପିଛି ମୃତ୍ୟୁ ସଂଖ୍ୟା। ୫ଜଣ ଏବେ ବି ନିଖୋଜ ଅଛନ୍ତି। ହିମାଳୟ ତଳଭାଗରେ ବର୍ଷା ବିପର୍ଯୟ କାରଣରୁ ଉତ୍ତରାଖଣ୍ଡ ସମେତ ଉତ୍ତର ବଙ୍ଗ ବୁଡିରହିଛି।

ଉତ୍ତରବଙ୍ଗରେ ୫ଜଣଙ୍କ ମୃତ୍ୟୁ ହୋଇଛି। ବିଚ୍ଛିନ୍ନ ହୋଇପଡିଥିବା ନୈନିତାଲ ସହ ଦୁଇଦିନ ପରେ ଯୋଗାଯୋଗ ସମ୍ଭବ ହୋଇଛି। ତିନି ଦିନ ମଧ୍ୟରେ ପ୍ରାୟ ୮ହଜାର ଲୋକଙ୍କୁ ଉଦ୍ଧାର କରାଯାଇଛି। ଏପଟେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ସ୍ଥିତି ଅନୁଧ୍ୟାନ ପାଇଁ ଉତ୍ତରାଖଣ୍ଡ ଗସ୍ତ କରିଛନ୍ତି। ହେଲିକପ୍ଟର ବୁଲି ସେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ। ଏପଟେ ସ୍ବାଭାବିକତା ଫେରିବା ପାଇଁ ସମୟ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରିଲିଫ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ୧୦ କୋଟି ଲେଖାଏଁ ରାଶି ମଞ୍ଜୁର କରିଛନ୍ତି। ବିପର୍ଯ୍ୟୟରେ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ସଂପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁର କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଗତକାଲି ଘୋଷଣା କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top