Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଯୁବକଙ୍କୁ ଗୁଳି ମାଡ଼ କରି ଅଭିଯୁକ୍ତ ଫେରାର୍

ଭୁବନେଶ୍ବର (ଓଡ଼ିଶା ଓ୍ବେୟାର) : ଷ୍ଟିଲ ସିଟି ରାଉରକେଲାରେ ଫୁଟିଲା ଗୁଳି । ରାତି ପ୍ରାୟ ୯ଟା ବେଳେ ବନ୍ଧମୁଣ୍ଡା ରେଳବାଇ ହାଇସ୍କୁଲ ପଡ଼ିଆରେ ସଂଘବଦ୍ଧ ଆକ୍ରମଣ ପରେ ଯୁବକଙ୍କୁ ଗୁଳି ମାଡ଼ କରି ଅଭିଯୁକ୍ତ ଫେରାର । ଆହତଙ୍କ ବାମ ଆଣ୍ଠୁରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ଆହତଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ପରେ ଇସ୍ପାତ ଜେନେରାଲ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ଆହତ ସେଲକଟ ଚିରଞ୍ଜିବୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି । ଜମିଜମା କାରବାରକୁ ନେଇ ଗୁଳିକାଣ୍ଡ ଘଟିଥିବା ତଦନ୍ତରୁ ଜଣାପଡ଼ିଛି । ସୂଚନା ଅନୁସାରେ କ୍ରିଷ୍ଣା ଛତ୍ରୀ ତାଙ୍କ ସହଯୋଗୀଙ୍କ ସହ ମିଶି ସେଲକଟ ଚିରଞ୍ଜିବି କୁ ବନ୍ଧମୁଣ୍ଡା ରେଳବାଇ ହାଇସ୍କୁଲ ପଡିଆକୁ ଡାକିଥିଲେ । ସେଠାରେ ବଚସା ପରେ କ୍ରିଷ୍ଣା ଛତ୍ରୀ ଗୁଳିମାଡ଼ କରିଥିଲେ । ରାଉରକେଲା ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ତନାଘନା ଚଳାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top