Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲମ୍ବା କେଶ ପାଇଁ ଜେଲ ଗଲେ ଯୁବକ

ପାକିସ୍ତାନର ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି । ଏହାର କାରଣ ଜାଣିଲେ ଆପଣ ମଧ୍ୟ ବାୟା ହୋଇଯିବେ । ଏହି ବ୍ୟକ୍ତି ଜଣକ ନିଜ କେଶ ପାଇଁ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି । ଏଭଳି ବିଚିତ୍ର କଥା ଶୁଣି ଏବେ ସମସ୍ତେ ଆଶ୍ଚର‌୍ୟ୍ୟ ।
ପାକିସ୍ତାନର ଏହି ବ୍ୟକ୍ତି ଜଣକ ନାମ ଅବୁଜାର ମଧୁ । ପାକିସ୍ତାନର ପଞ୍ଜାବ ପ୍ରାନ୍ତରେ ଜନ୍ମ ଗ୍ରହଣ କରିଥିବା ଏହି ୨୮ ବର୍ଷିୟ ଯୁବକ ପେଷାରେ ଜଣେ ଥିଏଟର ଆର୍ଟିଷ୍ଟ । ସେ ପିଲାଙ୍କୁ ମଧ୍ୟ ପଢ଼ାନ୍ତି । କିନ୍ତୁ ତାଙ୍କର ଲମ୍ବା କେଶ ପାଇଁ ସେ ଏବେ ଜେଲ ଯାଇଛନ୍ତି । ଗତ ୫ ଜୁନରେ ଦ୍ୱିପହର ସମୟରେ ଏହି ଘଟଣା ଘଟିଥିଲା । ପ୍ରକୃତରେ ତାଙ୍କ ଲମ୍ବା କେଶ ପାଇଁ ତାଙ୍କୁ ବାଟରେ ରୋକି ଦିଅଯାଏ । ଅନେକ ଲୋକ ଏଥିପାଇଁ ସମସ୍ୟା ଘେରରେ ପଡି ଥାନାରେ ଅଭିଯୋଗ କରିଥିଲେ । ପରେ ପୋଲିସ ତାଙ୍କୁ ଗିରଫ କରିଥିଲା ।
ଏଭଳି ଅଜବ ଘଟଣା ଘଟିବା ପରେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଖବର ଏବେ ସବୁଆଡେ ଭାଇରାଲ ହେବାରେ ଲାଗିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top