Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୩୪୫୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ଓଡ଼ିଶା ୱେୟାର): କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଥରେ ଉପରମୁହାଁ ହୋଇଛି କରୋନା ଗ୍ରାଫ। ଗତକାଲି ପ୍ରଥମଥର ପାଇଁ ୩ ହଜାର ତଳକୁ କମିଥିବା ସଂକ୍ରମିତଙ୍କ ସଂଖ୍ୟା ଆଜି ହଠାତ୍ ପୁଣି ଲମ୍ବ ଡିଆଁ ମାରିଛି। ଗତ ୨୪ ଘଣ୍ଟାରେ ୩,୪୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୩୪୫୬ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୧୯୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୪୮୩।
ଖୋର୍ଦ୍ଧା ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦, ଯାଜପୁରରୁ ୨୬୭, ଭଦ୍ରକରୁ ୧୯୪, ମୟୂରଭଂଜରୁ ୧୮୦, ବାଲେଶ୍ୱରରୁ ୧୭୪,, କେନ୍ଦ୍ରାପଡ଼ାରୁ ୧୪୭ ଓ ଅନୁଗୁଳରୁ ୧୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହାବାଦ ନୟାଗଡ଼ରୁ ୧୨୬, କେନ୍ଦୁଝରରୁ ୭୩, ବରଗଡ଼ରୁ ୬୯, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୨୫, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୫୭, ଗଜପତିରୁ ୧୭, ଗଂଜାମରୁ ୧୯, ଜଗତସିଂହପୁରରୁ ୮୧, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୧, ମାଲକାନଗିରିରୁ ୮୨ ଓ କୋରାପୁଟରୁ ୮୧, ନବରଙ୍ଗପୁରରୁ ୪୨ ଆକ୍ରାନ୍ତ, ଚିହ୍ନଟ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top