Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୩୬୫୦ କରୋନା ଆକ୍ରାନ୍ତ ଚିହ୍ନଟ, ଜୀବନ ଗଲା ୪୪

ଭୁବନେଶ୍ୱର, (ଓଡ଼ିଶା ୱେୟାର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩, ୬୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୩୬୫୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୫୫୨।
କରୋନା ମୃତ୍ୟୁରେ ବ୍ରେକ୍ ଲାଗୁନି। ଗତ ୨୪ ଘଣଣ୍ଟାରେ ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ବରଗଡ଼, କଟକରୁ ୫ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ, ପୁରୀରୁ ୪ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଂଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ମୃତ୍ୟୁ ଘଟିଛି। ନୟାଗଡ଼, ସମ୍ବଲପୁରରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ମାଲକାନଗିରିରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି।
୩, ୬୫୦ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୦୪ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୫, ଯାଜପୁରରୁ ୩୩୨, ବାଲେଶ୍ୱରରୁ ୨୭୮, ଭଦ୍ରକରୁ ୧୭୦, ମୟୂରଭଂଜରୁ ୧୪୫, ଜଗତସିଂହପୁରରୁ ୧୩୮, ନୟାଗଡ଼ରୁ ୧୨୨, ଅନୁଗୁଳରୁ ୧୧୨, ଢେଙ୍କାନାଳରୁ ୧୧୦, ସୁନ୍ଦରଗଡ଼ରୁ ୧୦୬, କେନ୍ଦ୍ରାପଡ଼ାରୁ ୧୦୬, କୋରାପୁଟରୁ ୧୦୪ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାବାଦ ବରଗଡ଼ରୁ ୪୫, , ବଲାଙ୍ଗିରରୁ ୧୬, ବୌଦ୍ଧରୁ ୪୧, , ଦେବଗଡ଼ରୁ ୪, ଗଜପତିରୁ ୮, ଗଂଜାମରୁ ୧୪, , ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୨୩ ଆକ୍ରାନ୍ତ ହୋଇଛନ୍ତି।
ସେହିପରି କନ୍ଧମାଳରୁ ୨୬, କେନ୍ଦୁଝରରୁ ୬୮, ମାଲକାନଗିରିରୁ ୬୭, ନବରଙ୍ଗପୁରରୁ ୬୯, ନୂଆପଡ଼ାରୁ ୧୦, ପୁରୀରୁ ୧୮୭, ରାୟଗଡ଼ାରୁ ୧୦୬, ସମ୍ବଲପୁରରୁ ୩୫, ସୁବର୍ଣ୍ଣପୁରରୁ ୨୨, ଷ୍ଟେଟପୁଲରୁ ୮୯ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯ ହଜାର ୪୮୦ ସାମ୍ପଲ୍ ଟେଷ୍ଟ ହୋଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬ରେ ପହଞ୍ଚିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top