Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୧୯୨୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର ,(ଓଡ଼ିଶା ୱେୟାର): ରାଜ୍ୟରେ ପୁଣି ୨ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧ ହଜାର ୯୨୭ ପଜିଟିଭ୍ ଚିହ୍ନଟ । ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍ ରହିଛି ୨.୬୭ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୯୫ ପ୍ରତିଶତ ।
୨୪ ଘଣ୍ଟାରେ ୭୨ ହଜାର ୬୧ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪୯୮ ସଂକ୍ରମିତ ହୋଇଛନ୍ତି । କଟକରୁ ୨୪୮, ଯାଜପୁରରୁ ୧୨୩, ବାଲେଶ୍ୱରରୁ ୧୧୧ ଓ ପୁରୀରୁ ୧୦୩ ରହିଛି କରୋନା କେସ୍ । ରାଜ୍ୟରେ ୨୦ ହଜାର ତଳକୁ ଖସିଛି ଆକ୍ଟିଭ୍ କେସ୍ । ଏବେ ଆକ୍ଟିଭ୍ କେସ୍ ରହିଛି ୧୯ ହଜାର ୬୮୫ । ୨୫ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top