Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ରାଜ୍ୟରେ ୨୦୬୨ କୋରନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ୱେୟାର):
ଗତ କିଛି ଦିନ ହେବ ତଳମୁହାଁ ଥିବା କରୋନା ସଂକ୍ରମଣ ଆଜି ସାମାନ୍ୟ ଉପରକୁ ଉଠିଛି। ଗତକାଲି ୨୪୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୬୦୨ରେ ପହଞ୍ଚିଛି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୧୦୭ ହେଉଛି ଲୋକାଲ କେସ୍‌। ଖୋର୍ଦ୍ଧାରୁ ସର୍ବାଧିକ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ଅନୁଗୋଳରୁ ୯୯, ବାଲେଶ୍ୱରରୁ ୧୬୪, ବରଗଡ଼ରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗିରରୁ ୫, ବୌଦ୍ଧରୁ ୨୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୮୩, ଝାରସୁଗୁଡ଼ାରୁ ୨୬, କଳାହାଣ୍ଡିରୁ ୯, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୭୨, କୋରାପୁଟ, ମାଲକାନଗିରିରୁ ୩୨ ଲେଖାଏ ଚିହ୍ନଟ ହୋଇଛନ୍ତି।
ଏହାବାଦ ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୬୨, ନୂଆପଡ଼ାରୁ ୫, ପୁରୀରୁ ୧୭୪, ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୬୪ ଓ ଷ୍ଟେଟପୁଲରୁ ୧୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top