Latest

ରାଜ୍ୟରେ ଆଜି ୭୭୧ କରୋନା ପଜିଟିଭ୍‌ ଚିହ୍ନଟ

Posted on

ଭୁବନେଶ୍ବର(ଓଡ଼ିଶା ଓ୍ବେୟାର):ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ପଜିଟିଭ୍‌ ହାର ରହିଛି ୧.୧୮ ପ୍ରତିଶତ । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୭୭୧ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୭ ଜଣ ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୫ ହଜାର ୩୭ କୋଭିଡ୍‌ ଟେଷ୍ଟିଂ ହୋଇଛି। ଏବେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୪୨ ।

Leave a Reply

Your email address will not be published. Required fields are marked *

Most Popular

Exit mobile version