Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଣାର୍କରେ ଧସେଇ ପଶିଲେ ପର୍ଯ୍ୟଟକ

କୋଣାର୍କ (ଓଡ଼ିଶା ୱେୟାର) : ଟିକେଟ ନ ମିଳିବାକୁ ନେଇ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଦେଖାଦେଇଛି ଉତ୍ତେଜନା। ଫଳରେ କୋଣାର୍କ ମନ୍ଦିରକୁ ଧସେଇ ପଶିଛନ୍ତି ଶହ ଶହ ପର୍ଯ୍ୟଟକ। ପ୍ରବେଶ ପାଇଁ ଟିକେଟ ନମିଳିବାରୁ ଏପରି ସ୍ଥିତି ଦେଖାଦେଇଥିବା ସୂଚନା ମିଳିଛି। ଆଜି ଦିନ ୧୦ଟାରେ ଅନ୍ଲାଇନ ଟିକେଟ କାଉଣ୍ଟର ଏକ ଘଣ୍ଟା ଧରି ଅଚଳ ହୋଇଥିଲା। ହଜାର ହଜାର ପର୍ଯ୍ୟଟକ ମୁଖ୍ୟ ଗେଟ୍ରେ ଠିଆ ହୋଇ ରହିଥିଲେ । ହେଲେ ଦୀର୍ଘ ସମୟ ଧରି ଠିଆ ହେବା ପରେ ଟିକେଟ ନମିଳିବାରୁ ଘରୋଇ ସିକ୍ୟୁରିଟି ଗାର୍ଡଙ୍କୁ ଠେଲାପେଲା କରି ଧସେଇ ପଶିଯାଇଥିଲେ ପର୍ଯ୍ୟଟକମାନେ।
ଅନ୍ୟ ପକ୍ଷରେ ପ୍ରତ୍ନତତ୍ତ୍ୱ ବିଭାଗ କାଉଣ୍ଟରରେ ଅନ୍ଲାଇନ ଟିକେଟ ଜରିଆରେ ମାତ୍ର ୩ ହଜାର ପର୍ଯ୍ୟଟକଙ୍କ ପାଇଁ ଟୋକନ ବ୍ୟବସ୍ଥା ଥିବାବେଳେ ଏବେ ପର୍ଯ୍ୟଟକଙ୍କ ସଂଖ୍ୟା ଦୈନିକ ୧୦ହଜାରରୁ ଉର୍ଦ୍ଧ୍ୱ ରହିଛି । ଫଳରେ ପର୍ଯ୍ୟଟକମାନଙ୍କ ଭିଡ଼ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇପଡିଛି ବୋଲି ଜଣାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top