Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମର୍ମନ୍ତୁଦ ଦୁର୍ଘଟଣା: ଶୋଇଥିବା ବେଳେ ଚଢିଗଲା ଟ୍ରକ, ୮ ମୃତ

ଅହମଦାବାଦ: ଗୁଜୁରାଟର ଆମ୍ରୋଲିରେ ସୋମବାର ସକାଳ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଯାଇଛି । ଫୁଟପାଥରେ ଶୋଇଥିବା କିଛି ଶ୍ରମିକଙ୍କ ଉପରେ ଦ୍ରୁତ ବେଗରେ ଆସୁଥିବା ଏକ ଟ୍ରକ ଚଢିଯାଇଥିଲା । ଫଳରେ ୧୦ ରୁ ଅଧିକ ଗୁରୁତର ହୋଇପଡ଼ିଥିବା ବେଳେ ୮ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା । ତେବେ ଗୁରୁତରଙ୍କୁ ଉଦ୍ଧାର କରି ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି ।
ସେପଟେ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଗାଡ଼ି ଚାଳକଙ୍କୁ ଗିରଫ କରି ପୋଲିସ । ଗିରଫ କରିବା ପରେ ତାକୁ ପଚରାଉଚୁରା କରୁଥିବା ଜଣାପଡ଼ିଛି । ଚାଳକ ମଦ ପିଇ ଗାଡ଼ି ଚଳାଉଥିବା ନେଇ ପୁଲିସ ସନ୍ଦେହ କରିଛି । ଅମରେଲି ପୁଲିସ ଅଧିକ୍ଷକ ନିର୍ଲିପ୍ତ ରାୟ କହିଛନ୍ତି କି ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ରହିଛନ୍ତି । ସେମାନଙ୍କ ବୟସ ୮ ଓ ୧୩ ବର୍ଷ ବୟସ । ସେହିପରି ଗୁରୁତରଙ୍କ ମଧ୍ୟରେ ୨ ଜଣ ଶିଶୁ ମଧ୍ୟ ରହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top