Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାରହା ଆକ୍ରମଣ, ୪ ଗୁରୁତର

ଆଠଗଡ, ଓଡ଼ିଶା ୱେୟାର):ବନ ବିଭାଗର ଅପାରଗତା ପାଇଁ ଆଠଗଡ଼ ଅଞ୍ଚଳରେ ପଶୁ ଏବଂ ମଣିଷ ଲଢେଇ ବାରମ୍ବାର ଦେଖିବାକୁ ମିଳୁଛି। ଏମିତିକି ହାତୀ ଏବଂ ବାରାହା ଗ୍ରାମଗୁଡିକୁ ପଶି ଆସୁଥିଲେ ମଧ୍ୟ ବନ ବିଭାଗ କୌଣସି ସୂଚନା ମଧ୍ୟ ଗ୍ରାମବାସୀ ମାନଙ୍କୁ ଦେଉ ନାହିଁ କି ସତର୍କ ମଧ୍ୟ କରୁନାହିଁ। ଯାହା ଫଳରେ ଆଜି ତିଗିରିଆ ବ୍ଲକ ସୁଣ୍ଠିପାଳ ଗ୍ରାମର ୪ ଜଣ ଚାଷୀଙ୍କୁ ବାରହା ଆକ୍ରମଣ କରି ଗୁରୁତର କରିଥିବା ଅଭିଯୋଗ ହୋଇଛି।
ବିଲକୁ ଚାଷ କାମ କରିବାକୁ ଯାଇଥିବା ବେଳେ ବାରହା ଆକ୍ରମଣ କରିଥିଲା। ଏଥିରେ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ତିନି ଜଣ ବିନ୍ଧାଣମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ସୂଚନା ମୁତାବକ, ବାରାହା ଟି ନିକଟସ୍ଥ ତୋଟା ମଧ୍ୟରେ ଥିବା ଜଣାପଡିଛି। କିନ୍ତୁ ଏ ପର‌୍ୟ୍ୟନ୍ତ କୋଣସି ବନବିଭାଗ କର୍ମଚାରୀ ପହଞ୍ଚି ନଥିବା ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top