Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୨ଟି ଗେଟ୍

ଭୁବନେଶ୍ୱର ,(ଓଡ଼ିଶା ୱେୟାର): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ପୁଣି ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ ଖୋଲିଛି। ସମୁଦାୟ ୮ଟି ଗେଟ ଦେଇ ବର୍ଷା ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ୨୪ତାରିଖରେ ୬ଟି ଗେଟ ଖୋଲାଯାଇଥିଲା। ଆଜି ପୁଣି ଆଉ ୨ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୦୯.୭୯ ଫୁଟ ରହିଛି। ଏହି ସମୟ ମଧ୍ୟରେ ଉପରମୁଣ୍ଡରୁ ପ୍ରତି ସେକେଣ୍ଡରେ ଏକଲକ୍ଷ ୮୪ହଜାର ୮୯୯ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ଏକଲକ୍ଷ ୧୩ହଜାର ୨୦୮ ଘନଫୁଟ ଜଳ ନିଷ୍କାସନ ହେଉଛି। ଗତ ୧୧ ତାରିଖରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଥିଲା। ଦୁଇଟି ଗେଟ ଖୋଲି ବର୍ଷା ଜଳ ନିଷ୍କାସନ ହୋଇଥିବା ବେଳେ ଉପରମୁଣ୍ଡରେ ବର୍ଷା ଜଳ କମିବା ପରେ ୧୭ତାରିଖରେ ଗେଟକୁ ବନ୍ଦ କରିଦିଆଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top