Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଦେଶ- ବିଦେଶ

ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ ଏବେ ଜୀବନରକ୍ଷକ ପ୍ରଣାଳୀରେ ରଖାଯାଇଛି । ବୁଧବାର ସନ୍ଧ୍ୟାରେ ବାଜପେୟୀଙ୍କ ସ୍ୱାସ୍ଥ୍ୟ ପ୍ରସଙ୍ଗରେ ଦିଲ୍ଲୀସ୍ଥିତ ଏମ୍ସ ପକ୍ଷରୁ ଆନୁଷ୍ଠାନିକ ସୂଚନା ଜାରି ହୋଇଛି ।
ପ୍ରେସ୍ ରିଲିଜ୍ ୍ରଅନୁସାରେ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିୟାଙ୍କ ଟିମ୍ ତାଙ୍କର ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବା ପରେ ବୁଧବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍ସ ଯାଇ ତାଙ୍କୁ ସାକ୍ଷାତ କରିଛନ୍ତି । ବୁଧବାର ସକାଳୁ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହୋଇଯାଇଥିଲା । ସେ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରିଥିବା ଜଣାପଡ଼ିଛି । ରେଳବାଇ ମନ୍ତ୍ରୀ ପୀୟୁଷ ଗୋଏଲ ଓ ବିଜେପି ସାଂସଦ ମୀନାକ୍ଷୀ ଲେଖିଙ୍କ ସମେତ ବହୁ ବିଜେପି ନେତା ଏମ୍ସ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରି ଫେରି କରିଛନ୍ତି ।

ସୂଚନାଯୋଗ୍ୟ, ଗତ ଜୁନ୍ ୧୧ ତାରିଖରେ ବାଜପେୟୀଙ୍କୁ ଏମ୍ସରେ ଭର୍ତି କରାଯାଇଥିଲା । ପ୍ରାୟ ୨ମାସ ଧରି ହସ୍ପିଟାଲରେ ଭର୍ତି ଥିବା ବାଜପେୟୀଙ୍କୁ ଗତ ୩ଦିନ ଧରି ଭେଂଟିଲେଟରରେ ରଖାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top