Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦିଲ୍ଲୀ କ୍ୟାପିଟାଲ୍ସ, ଦଳରେ ଯୋଗ ଦେଲେ ଓ୍ୱାର୍ଣ୍ଣର

ମୁମ୍ବାଇ,: ଓପନର ଡେଭିଡ୍‌ ୱାର୍ଣ୍ଣର ଦିଲ୍ଲୀ କ୍ୟାପିଟାଲ୍ସ ସଦସ୍ୟ ଥିବା ଅଷ୍ଟ୍ରେଲିଆର ଅଭିଜ୍ଞ ଗତ ଶନିବାର ମୁମ୍ବାଇରେ ପହଞ୍ଚି କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି । ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ଆଜି ଟ୍ୱିଟ୍‌ କରି ଏବିଷୟ ସୂଚନା ଦିଆଯାଇଛି । ସେ ବାଧ୍ୟତାମୂଳକ ତିନିଦିନିଆ କ୍ୱାରେଣ୍ଟାଇନ୍‌ ଶେଷ କରିବା ପରେ ଦଳ ସହ ଯୋଗ ଦେବେ । ଘରୋଇ ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜ ପାଇଁ ୱାର୍ଣ୍ଣର ଅଷ୍ଟ୍ରେଲିଆ ଦଳ ସଦସ୍ୟ ଥିଲେ । ତେଣୁ ସେ ବିଳମ୍ବରେ ମୁମ୍ବାଇ ପହଞ୍ଚିଥିଲେ ।

୨୦୦୯ରେ ୱାର୍ଣ୍ଣର ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ଆଇପିଏଲ୍‌ରେ ପଦାର୍ପଣ କରିଥିଲେ । ଦୀର୍ଘ ୧୩ବର୍ଷ ପରେ ସେ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ । ଗତ ଆଇପିଏଲ୍‌ ମେଗା ଖେଳାଳି ନିଲାମରେ ଦିଲ୍ଲୀ କ୍ୟାପିଟାଲ୍ସ ୱାର୍ଣ୍ଣରଙ୍କୁ କିଣିଥିଲା । ଚଳିତ ସଂସ୍କରଣରେ ଦିଲ୍ଲୀ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଜିତିଛି । ଆସନ୍ତା ୭ ତାରିଖ ଦଳ ତା’ର ତୃତୀୟ ଲିଗ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସକୁ ଭେଟିବ । ୱାର୍ଣ୍ଣର ଏହି ମ୍ୟାଚ୍‌ ଖେଳିବା ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top