Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟ୍ରକ୍ ଧକ୍କାରେ ଯୁବକ ମୃତ୍ୟୁ

ଟାଙ୍ଗୀ (ଓଡ଼ିଶା ୱେୟାର) :ଆଜି ସକାଳେ ୧୬ନମ୍ବର ଜାତୀୟ ରାଜପଥ ଚମ୍ପାଗଡ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଅଜଣା ପଥଚାରି ଚାଲି ଚାଲି ଯାଉଥିବା ବେଳେ ଭୁବନେଶ୍ୱର ରୁ ବ୍ରହ୍ମପୁର ଆଭିମୁଖ୍ୟ ଯାଉଥିବା ଆନ୍ଧ୍ରପ୍ରଦେଶର ଏକ ମାଲ ବୋଝେଇ ଟ୍ରକ ଦୃତଗତିରେ ଆସି ପଥଚାରିଙ୍କ ଉପରେ ମାଡ଼ି ଯାଇଥିବା ସ୍ଥାନୀୟ ଲୋକେ ଦେଖିଥିବା କହିଛନ୍ତି ।
ଖବର ପାଇ ଘଟଣାସ୍ଥଳରେ ଚାନ୍ଦପୁର ପୋଲିସ ପହଂଚି ମୃତ ଦେହକୁ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡି ଓ ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ମୃତଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଦୁର୍ଘଟଣାସ୍ଥଳରୁ ଏକ ଭଙ୍ଗା ମୋବାଇଲ ପାଇଛି । ସ୍ଥାନୀୟ ଲୋକମାନେ କହିବା ମୁତାବକ ଗତକାଲି ସନ୍ଧ୍ୟାରେ ଏହି ଲୋକଟି ସ୍ଥାନୀୟ ଅଞ୍ଚଳରେ ବୁଲାବୁଲି କରୁଥିଲା । ପୋଲିସ ଏନେଇ ଅଧିକା ଅନୁସନ୍ଧାନ ଜାରି ରଖିଛି । ଅନୁସନ୍ଧାନ ପରେ ମୃତଙ୍କର ପରିଚୟ ମିଳିପାରିବ ବୋଲି ଆଶା ରଖାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top